ଆଦି ପୁସ୍ତକ 50:7 - ପବିତ୍ର ବାଇବଲ7 ତେଣୁ ଯୋଷେଫ ତାଙ୍କର ପିତାଙ୍କୁ କବର ଦେବାକୁ ଗଲେ। ଫାରୋଙ୍କର ସମସ୍ତ ପ୍ରାଚୀନଗଣ, ତାଙ୍କ ଗୃହର ପ୍ରଧାନ ଲୋକ ଏବଂ ମିଶର ଦେଶର ପ୍ରଧାନ ଲୋକମାନେ ଯୋଷେଫଙ୍କ ସହିତ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ, Viz kapitolaଓଡିଆ ବାଇବେଲ7 ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ, Viz kapitola |