ଆଦି ପୁସ୍ତକ 6:11 - ପବିତ୍ର ବାଇବଲ11-12 ପରମେଶ୍ୱର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଗ୍ଭରିତା ହୋଇଅଛି। ସମସ୍ତ ସ୍ଥାନରେ ଅତ୍ୟାଗ୍ଭର ଥିଲା, ସବୁ ଲୋକମାନେ ମନ୍ଦ ଓ ନିଷ୍ଠୁର ହୋଇଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେହି ସମୟରେ ପୃଥିବୀ ପରମେଶ୍ଵରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା। Viz kapitolaଓଡିଆ ବାଇବେଲ11 ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା। Viz kapitola |