ଆଦି ପୁସ୍ତକ 6:14 - ପବିତ୍ର ବାଇବଲ14 ତୁମ୍ଭେ ଗୋଫର କାଠର ଗୋଟିଏ ଜାହାଜ ନିର୍ମାଣ କର। ତା’ ମଧ୍ୟରେ ନାନା କୋଠରୀ ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେ ଗୋଫର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ଵାରା ଲେପନ କର। Viz kapitolaଓଡିଆ ବାଇବେଲ14 ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର। Viz kapitola |