ଆଦି ପୁସ୍ତକ 6:17 - ପବିତ୍ର ବାଇବଲ17 “ମୁଁ ଏକ ପ୍ରଳୟଙ୍କାରୀ ବନ୍ୟା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ୱଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ଆକାଶତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ, କରିବେ। Viz kapitolaଓଡିଆ ବାଇବେଲ17 ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ। Viz kapitola |