ଆଦି ପୁସ୍ତକ 6:20 - ପବିତ୍ର ବାଇବଲ20 ସବୁପ୍ରକାର ପକ୍ଷୀ, ସର୍ବପ୍ରକାର ପଶୁ ଓ ସର୍ବ ପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତିରୁ ଗୋଟିଏ ଗୋଟିଏ ଦମ୍ପତ୍ତି ଜୀବନ ରକ୍ଷା ପାଇଁ ତୁମ୍ଭ ନିକଟକୁ ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ। Viz kapitolaଓଡିଆ ବାଇବେଲ20 ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ। Viz kapitola |