ଆଦି ପୁସ୍ତକ 7:1 - ପବିତ୍ର ବାଇବଲ1 ଏହା ପରେ ସଦାପ୍ରଭୁ ନୋହଙ୍କୁ କହିଲେ, “ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧ୍ୟରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହୋଇ ଜାହାଜରେ ପ୍ରବେଶ କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ନୋହଙ୍କୁ କହିଲେ, ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। Viz kapitola |