ଆଦି ପୁସ୍ତକ 7:14 - ପବିତ୍ର ବାଇବଲ14 ସେହି ଲୋକମାନେ ଏବଂ ପ୍ରତ୍ୟେକ ପ୍ରକାରର ପଶୁ, ସେହି ଜାହଜକୁ ପ୍ରବେଶ କଲେ। ସବୁ ପ୍ରକାରର ଗୃହପାଳିତ ପଶୁ, ସବୁପ୍ରକାର ଉରୋଗାମୀ ସବୁଜାତୀୟ ଭୂଚର ଓ ଖେଚର ପକ୍ଷୀ ସମସ୍ତ ଜାହାଜ ମଧ୍ୟକୁ ପ୍ରବେଶ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ; Viz kapitolaଓଡିଆ ବାଇବେଲ14 ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ; Viz kapitola |