ଆଦି ପୁସ୍ତକ 7:16 - ପବିତ୍ର ବାଇବଲ16 ପରମେଶ୍ୱରଙ୍କର ଆଜ୍ଞାନୁସାରେ ଏକ ପୁରୁଷ ଏବଂ ଏକ ସ୍ତ୍ରୀ ପ୍ରତ୍ୟେକ ପ୍ରକାରର ଜାହାଜ ମଧ୍ୟକୁ ପ୍ରବେଶ କଲେ, ଏହା ପରେ ସଦାପ୍ରଭୁ ଜାହାଜର ଦ୍ୱାର ବନ୍ଦ କରିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପରମେଶ୍ଵରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ଵ-ଦ୍ଵାର ବନ୍ଦ କଲେ। Viz kapitolaଓଡିଆ ବାଇବେଲ16 ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱଦ୍ୱାର ବନ୍ଦ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱ-ଦ୍ୱାର ବନ୍ଦ କଲେ। Viz kapitola |