ଆଦି ପୁସ୍ତକ 7:18 - ପବିତ୍ର ବାଇବଲ18 ପୃଥିବୀରେ କ୍ରମାନ୍ୱୟରେ ଜଳରାଶି ବଢ଼ିବାକୁ ଲାଗିଲା ଓ ସେଥିରେ ଜାହାଜ ଭାସିବାକୁ ଆରମ୍ଭ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଚାଲିଲା। Viz kapitolaଓଡିଆ ବାଇବେଲ18 ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା। Viz kapitola |