ଆଦି ପୁସ୍ତକ 8:11 - ପବିତ୍ର ବାଇବଲ11 ସେହି ଦିନ ସନ୍ଧ୍ୟା ସମୟରେ ସେହି କପୋତଟି ତା'ର ଥଣ୍ଟରେ ଏକ ତାଜା ଜୀତ ଅଲିଭ୍ ଗଛର ପତ୍ର ଧରି ଆସିଥିଲା। ନୋହ ଏଥିରୁ ଜାଣିଲେ ଯେ ପୃଥିବୀ ଉପରୁ ଜଳ କ୍ରମଶଃ ଛାଡ଼ି ଯାଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ବୁଝିଲେ। Viz kapitolaଓଡିଆ ବାଇବେଲ11 ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ। Viz kapitola |