ଆଦି ପୁସ୍ତକ 8:13 - ପବିତ୍ର ବାଇବଲ13 ଏହା ପରେ, ନୋହ ଜାହାଜର ଦ୍ୱାର ଖୋଲିଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ଯାଇଛି। ଏହା ଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହଙ୍କୁ ସେତେବେଳେ 601 ବର୍ଷ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକି ଶୁଷ୍କ ଦେଖିଲେ। Viz kapitolaଓଡିଆ ବାଇବେଲ13 (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 (ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ। Viz kapitola |