ଆଦି ପୁସ୍ତକ 8:17 - ପବିତ୍ର ବାଇବଲ17 ତୁମ୍ଭ ସହିତ ସମସ୍ତ ପଶୁଗୁଡ଼ିକୁ ବାହାର କରିଆଣ। ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି ପୃଥିବୀରେ ପ୍ରଜାବ; ଓ ବହୁବଂଶ ହେଉନ୍ତୁ। Viz kapitolaଓଡିଆ ବାଇବେଲ17 ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।” Viz kapitola |