ଆଦି ପୁସ୍ତକ 8:3 - ପବିତ୍ର ବାଇବଲ3-4 ପୃଥିବୀକୁ ଆଚ୍ଛାଦନ କରିଥିବା ପାଣି ତଳକୁ ତଳକୁ ଗ୍ଭଲିଗଲା। ଏବଂ 150 ଦିନ ପରେ ଜଳପତ୍ତନ ଧୀରେ ଧୀରେ କମିଗଲା। ଏହା ପରେ ସପ୍ତଦଶ ମାସର ସପ୍ତଦଶ ଦିନରେ ଆରାରଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା। Viz kapitolaଓଡିଆ ବାଇବେଲ3 ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ପୃଥିବୀରୁ ଜଳ ବହିଯାଇ ଏକ ଶହ ପଚାଶ ଦିନର ଶେଷରେ ହ୍ରାସ ହେଲା। Viz kapitola |