ଆଦି ପୁସ୍ତକ 8:5 - ପବିତ୍ର ବାଇବଲ5 ଏହିପରି ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ କମିଲା। ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା। Viz kapitolaଓଡିଆ ବାଇବେଲ5 ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା। Viz kapitola |