ଆଦି ପୁସ୍ତକ 8:7 - ପବିତ୍ର ବାଇବଲ7 ତା'ପରେ ନୋହ ଏକ କାଉକୁ ଆକାଶ ଉପରେ ଉଡ଼ାଇ ଦେଲେ। ସେହି କାଉଟି ପାଣି ଛାଡ଼ି ଭୂମି ଶୁଖିବା ପର୍ଯ୍ୟନ୍ତ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଉଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା। Viz kapitolaଓଡିଆ ବାଇବେଲ7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା। Viz kapitola |