ଆଦି ପୁସ୍ତକ 9:11 - ପବିତ୍ର ବାଇବଲ11 ଏହା ଆମ୍ଭର ତୁମ୍ଭମାନଙ୍କ ପାଇଁ ପ୍ରତିଜ୍ଞା ସମସ୍ତ ଜୀବନ ପୃଥିବୀ ଉପରିସ୍ଥ ବନ୍ୟାରେ ଧ୍ୱଂସ ପାଇଥିଲା। କିନ୍ତୁ ଏପରି ପ୍ରଳୟ ଆଉ ପୁନରାୟ ହେବ ନାହିଁ। ଏହରି ବନ୍ୟା ଦ୍ୱାରା ଆଉ କଦାପି ପୃଥିବୀରୁ ଜୀବନ ସତ୍ତା ବିନାଶ ହେବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ଵାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ। Viz kapitolaଓଡିଆ ବାଇବେଲ11 ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।” Viz kapitola |