ଆଦି ପୁସ୍ତକ 9:15 - ପବିତ୍ର ବାଇବଲ15 ମୁଁ ଯେତେବେଳେ ମେଘଧନୁକୁ ଦେଖେ ସେତେବେଳେ ମୁଁ ତୁମ୍ଭ ସହିତ ଓ ଅନ୍ୟାନ୍ୟ ସଜୀବ ପ୍ରାଣୀମାନଙ୍କ ସହିତ ହୋଇଥିବା ଚୁକ୍ତିକୁ ମନେ ପକାଇବି। ସେହି ଚୁକ୍ତି କହେ ଯେ, ଭବିଷ୍ୟତରେ ଏପରି ବନ୍ୟାରେ ସମସ୍ତେ ବିନାଶ ହେବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ। Viz kapitolaଓଡିଆ ବାଇବେଲ15 ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ। Viz kapitola |