ଆଦି ପୁସ୍ତକ 9:16 - ପବିତ୍ର ବାଇବଲ16 ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା। ତହିଁରେ ପୃଥିବୀସ୍ଥ ସମସ୍ତ ସଜୀବ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ମୁଁ ସ୍ମରଣ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ଵରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା। Viz kapitolaଓଡିଆ ବାଇବେଲ16 ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।” Viz kapitola |