ଆଦି ପୁସ୍ତକ 9:17 - ପବିତ୍ର ବାଇବଲ17 ତେଣୁ ସଦାପ୍ରଭୁ ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସ ବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ଚୁକ୍ତି ସ୍ଥିର କରିଅଛୁ, ତହିଁରେ ମେଘଧନୁ ଏହି ଚିହ୍ନ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ପରମେଶ୍ଵର ନୋହଙ୍କୁ କହିଲେ, ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ। Viz kapitolaଓଡିଆ ବାଇବେଲ17 ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।” Viz kapitola |