ଆଦି ପୁସ୍ତକ 9:3 - ପବିତ୍ର ବାଇବଲ3 ମୁଁ ତୁମ୍ଭକୁ ସବୁଜ ବୃକ୍ଷ ପରି ଦେଇଥିଲି। ବର୍ତ୍ତମାନ ପ୍ରତ୍ୟେକ ପଶୁ ତୁମ୍ଭର ଖାଦ୍ୟ ହେବ। ମୁଁ ଯାହାସବୁ ପୃଥିବୀରେ ଦେଇଛି ତାହା ସବୁ ତୁମ୍ଭର। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ। Viz kapitolaଓଡିଆ ବାଇବେଲ3 ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ। Viz kapitola |