ହବକ୍କୂକ 1:10 - ପବିତ୍ର ବାଇବଲ10 “ବାବିଲ ସୈନ୍ୟମାନେ ଅନ୍ୟ ଦେଶର ରାଜାମାନଙ୍କୁ ଉପହାସ କରିବେ। ବିଦେଶୀ ଶାସକମାନେ ସେମାନଙ୍କ ପାଇଁ ଉପହାସର ପାତ୍ର ହେବେ। ସେମାନେ ସୁଦୃଢ଼ ଉଚ୍ଚ ପ୍ରାଚୀର ବିଶିଷ୍ଟ ନଗରକୁ ଦେଖି ହସିବେ। ସେମାନେ ତ୍ରିଭୁଜାକାର ଚଟାଣ ତିଆରି କରିବେ ଏବଂ ସେହିସବୁ ନଗରକୁ କରାୟତ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ସେ ରାଜଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ। Viz kapitolaଓଡିଆ ବାଇବେଲ10 ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୁପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ। Viz kapitola |