ହବକ୍କୂକ 1:12 - ପବିତ୍ର ବାଇବଲ12 ତା'ପରେ ହବକ୍କୂକ କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭେ ଏକମାତ୍ର ପବିତ୍ର ଅଟ, ଯିଏ କେବେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ବିଗ୍ଭର କରିବା ପାଇଁ ନିଯୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦେବା ପାଇଁ ତୁମ୍ଭେ ସେମାନଙ୍କୁ ପଠାଇଲ କି? Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ସଦାପ୍ରଭୁ, ମୋର ପରମେଶ୍ଵର, ମୋର ଧର୍ମସ୍ଵରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ଵରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ । Viz kapitolaଓଡିଆ ବାଇବେଲ12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ। Viz kapitola |