ହବକ୍କୂକ 1:15 - ପବିତ୍ର ବାଇବଲ15 ଶତ୍ରୁ ଆଙ୍କୁଡ଼ି ଓ ଜାଲ ସାହାଯ୍ୟରେ ସେମାନଙ୍କୁ ଧରେ। ସେମାନେ ସେମାନଙ୍କୁ ଜାଲରେ ଧରି ଖୁସୀ ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେ ସମସ୍ତଙ୍କୁ ବଡ଼ଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ। Viz kapitolaଓଡିଆ ବାଇବେଲ15 ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ। Viz kapitola |