ହବକ୍କୂକ 1:16 - ପବିତ୍ର ବାଇବଲ16 ତା'ର ଜାଲ ତାକୁ ଧନୀଲୋକ ପରି ଚଳିବାରେ ସାହାଯ୍ୟ କରେ ଏବଂ ଉତ୍ତମ ଖାଦ୍ୟ ଯୋଗାଏ। ତେଣୁ ଶତ୍ରୁ ତା'ର ଜାଲକୁ ପୂଜା କରେ। ସେ ତା'ର ଜାଲକୁ ସମ୍ମାନ ଦେବାକୁ ବଳିଦାନ ଓ ଧୂପ ଦିଏ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଏ; କାରଣ ତାହା ଦ୍ଵାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ। Viz kapitolaଓଡିଆ ବାଇବେଲ16 ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ। Viz kapitola |