ହବକ୍କୂକ 1:4 - ପବିତ୍ର ବାଇବଲ4 ଏଠାରେ ବ୍ୟବସ୍ଥା ଅତି କୋହଳ ଏବଂ ନ୍ୟାୟ ବିଗ୍ଭର କରାଯାଏ ନାହିଁ। ମନ୍ଦଲୋକମାନେ ଭଲ ଲୋକଙ୍କ ଉପରେ ଜୟଲାଭ କରୁଛନ୍ତି। ତେଣୁ ନ୍ୟାୟ ହେଉ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ। Viz kapitolaଓଡିଆ ବାଇବେଲ4 ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ। Viz kapitola |