ହବକ୍କୂକ 1:6 - ପବିତ୍ର ବାଇବଲ6 ଆମ୍ଭେ ବାବିଲନୀୟମାନଙ୍କୁ ଗୋଟିଏ ଶକ୍ତିଶାଳୀ ଗୋଷ୍ଠୀରେ ପରିଣତ କରିବା। ସେହି ଲୋକମାନେ ଦୁଷ୍ଟ ଓ କ୍ଷିପ୍ର ଯୋଦ୍ଧା। ସେମାନେ ସମଗ୍ର ପୃଥିବୀରେ ମାଡ଼ିଯିବେ। ସେମାନେ ଅନ୍ୟ ଲୋକମାନଙ୍କର ଗୃହ ଓ ନଗରଗୁଡ଼ିକୁ ଅଧିକାର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ଦେଖ, ଯେଉଁ କଲଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି। Viz kapitolaଓଡିଆ ବାଇବେଲ6 କାରଣ ଦେଖ, ଯେଉଁ କଲ୍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଦେଖ, ଯେଉଁ କଲ୍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି। Viz kapitola |