ହବକ୍କୂକ 1:7 - ପବିତ୍ର ବାଇବଲ7 ବାବିଲୀୟମାନେ ଅନ୍ୟ ଲୋକମାନଙ୍କୁ ଭୟଭୀତ କରାଇବେ। ସେମାନେ ନିଜ ପାଇଁ ଆଇନ୍ ତିଆରି କରିବେ ଏବଂ ନିଜ ପାଇଁ ବ୍ୟବହାର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ। Viz kapitolaଓଡିଆ ବାଇବେଲ7 ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ। Viz kapitola |