ହବକ୍କୂକ 3:10 - ପବିତ୍ର ବାଇବଲ10 ପର୍ବତଗୁଡ଼ିକ ତୁମ୍ଭକୁ ଦେଖି ଥରିଲେ। ପ୍ରଚଣ୍ତ ଜଳ ଭୂମିରେ ପ୍ରବାହିତ ହେଲା। ସମୁଦ୍ର ଭୟଙ୍କର ଗର୍ଜନ କଲା, ଢେଉଗୁଡ଼ିକ ଉପରକୁ ଉଠିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ତ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା। Viz kapitolaଓଡିଆ ବାଇବେଲ10 ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା। Viz kapitola |