ହବକ୍କୂକ 3:11 - ପବିତ୍ର ବାଇବଲ11 ସୂର୍ଯ୍ୟ ଚନ୍ଦ୍ର ତାଙ୍କର କକ୍ଷରେ ଛିଡ଼ା ହେଲେ। ଯେତେବେଳେ ସେମାନେ ତୁମ୍ଭର ବିଦ୍ୟୁତ୍ର ଉଜ୍ଜ୍ୱଳ ଦେଖିଲେ ସେମାନେ ଆଲୋକ ଦେବା ବନ୍ଦ କଲେ। ସେହି ବିଦ୍ୟୁତ୍ ପବନରେ ବର୍ଚ୍ଛା ଓ ତୀର ଗତି କଲାପରି କ୍ଷିପ୍ର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭର ବାଣସ୍ଵରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ। Viz kapitolaଓଡିଆ ବାଇବେଲ11 ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସ ସ୍ଥାନରେ ସ୍ଥଗିତ ହୋଇ ରହିଲେ। Viz kapitola |