ହବକ୍କୂକ 3:13 - ପବିତ୍ର ବାଇବଲ13 ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ। ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ। ପ୍ରତି ମନ୍ଦ ଗୃହରେ ଥିବା ମୁଖ୍ୟଙ୍କୁ ହତ୍ୟା କଲ। ତୁମ୍ଭେ ତାକୁ ଆପାଦମସ୍ତକ ଗ୍ଭବୁକରେ ପ୍ରହାର କଲ। ସେଲା Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ବିଜେ କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା। Viz kapitolaଓଡିଆ ବାଇବେଲ13 ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା। Viz kapitola |