Online Bible

- Reklamy -




ହବକ୍କୂକ 3:14 - ପବିତ୍ର ବାଇବଲ

14 ତୁମ୍ଭେ ତା'ର ନିଜ ବର୍ଚ୍ଛାରେ ତା'ର ମୁଣ୍ତକୁ ଗଣ୍ତିରୁ ଅଲଗା କଲ। ସେହି ସୈନ୍ୟମାନେ ଶକ୍ତିଶାଳୀ ଝଡ଼ ଭଳି ଆମ୍ଭ ବିରୁଦ୍ଧରେ ଲଢ଼ିବାକୁ ଆସିଥିଲେ। ଗୋଟିଏ ଗରିବ ଲୋକକୁ ଗୋପନରେ ଲୁଣ୍ଠନ କଲାପରି ସେମାନେ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ଵାରା ତାହାର ଯୋଦ୍ଧା-ମାନଙ୍କର ମସ୍ତକ ବିଦ୍ଧ କଲ : ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।

Viz kapitola kopírovat

ଓଡିଆ ବାଇବେଲ

14 ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।

Viz kapitola kopírovat




ହବକ୍କୂକ 3:14

Následuj nás:

Reklamy


Reklamy