Online Bible

- Reklamy -




ହବକ୍କୂକ 3:17 - ପବିତ୍ର ବାଇବଲ

17 ଡିମ୍ବିରି ଗଛରେ ଡିମ୍ବିରି ଫଳି ନ ପାରେ, ଦ୍ରାକ୍ଷାଲତାରେ ଅଙ୍ଗୁର ଫଳି ନ ପାରେ, ଅଲିଭ ଗଛରେ ଅଲିଭ୍ ଉତ୍ପନ୍ନ ନ ହୋଇପାରେ, କ୍ଷେତରେ ଖାଦ୍ୟଶସ୍ୟ ନ ହୋଇପାରେ, ମେଣ୍ଢାଶାଳରେ ମେଣ୍ଢା ନ ରହିପାରନ୍ତି ଓ ଶସ୍ୟଖଳାରେ ଗୋରୁପଲ ନ ଥାଇ ପାରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;

Viz kapitola kopírovat

ଓଡିଆ ବାଇବେଲ

17 କାରଣ ଯଦ୍ୟପି ଡିମ୍ବିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;

Viz kapitola kopírovat




ହବକ୍କୂକ 3:17

Následuj nás:

Reklamy


Reklamy