ହବକ୍କୂକ 3:19 - ପବିତ୍ର ବାଇବଲ19 ସଦାପ୍ରଭୁ ମୋର ପ୍ରଭୁ, ମୋତେ ଶକ୍ତି ଦିଅନ୍ତି, ମୁଁ ହରିଣ ପରି ଦ୍ରୁତଗତିରେ ଦୌଡ଼ିବାରେ ମୋତେ ସାହାଯ୍ୟ କରନ୍ତି। ସଙ୍ଗୀତ ନିର୍ଦ୍ଦେଶକ ପରି ମୋର ସ୍ପନ୍ଦିତ ବାଦ୍ୟଯନ୍ତ୍ରରେ ସେ ପର୍ବତ ଉପରକୁ ମୋତେ ନିରାପଦରେ ଆଗେଇ ନିଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପ୍ରଭୁ ସଦାପ୍ରଭୁ ମୋର ବଳସ୍ଵରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ। Viz kapitolaଓଡିଆ ବାଇବେଲ19 ପ୍ରଭୁ ସଦାପ୍ରଭୁ ମୋର ବଳସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ। Viz kapitola |