ହବକ୍କୂକ 3:3 - ପବିତ୍ର ବାଇବଲ3 ପରମେଶ୍ୱର ତୈମନରୁ ଆସୁଛନ୍ତି। ସେହି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି। ସେଲା ସଦାପ୍ରଭୁଙ୍କ ମହିମା ସ୍ୱର୍ଗକୁ ଆବୃତ କରେ। ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପରମେଶ୍ଵର ତୈମନରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା। ତାହାଙ୍କର ପ୍ରତାପ ଆକାଶମଣ୍ତଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା। Viz kapitolaଓଡିଆ ବାଇବେଲ3 ପରମେଶ୍ୱର ତୈମନ୍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପରମେଶ୍ୱର ତୈମନ୍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା। Viz kapitola |