ହାଗୟ 1:15 - ପବିତ୍ର ବାଇବଲ15 ପାରସ୍ୟର ରାଜାଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଏବଂ ଦାରିୟାବସଙ୍କ ଶାସନର ଛଅମାସ ପୂର୍ତ୍ତିର ଚତୁର୍ବିଂଶ ଦିବସରେ ସେମାନେ କାର୍ଯ୍ୟ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ କାର୍ଯ୍ୟ କଲେ। Viz kapitolaଓଡିଆ ବାଇବେଲ15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ। Viz kapitola |