ହାଗୟ 2:10 - ପବିତ୍ର ବାଇବଲ10 ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିବସରେ ଭବିଷ୍ୟଦ୍ବକ୍ତା ହାଗୟ ସଦାପ୍ରଭୁଙ୍କର ଏହି ବାର୍ତ୍ତା ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଦାରୀୟାବସ୍ର ଅଧିକାରର ଦ୍ଵିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; Viz kapitolaଓଡିଆ ବାଇବେଲ10 ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; Viz kapitola |