Online Bible

- Reklamy -

ହାଗୟ 2:14 - ପବିତ୍ର ବାଇବଲ

14 ତା'ପରେ ହାଗୟ କହିଲେ, “ସଦାପ୍ରଭୁ ପରମେଶ୍ୱର ଏହିସବୁ କହନ୍ତି, ‘ଦେଶର ଲୋକମାନଙ୍କ ବିଷୟରେ ଏହା ସତ୍ୟ ଅଟେ। ସେହି ଲୋକମାନେ ଆମ୍ଭ ସମ୍ମୁଖରେ ଶୁଦ୍ଧ ଓ ପବିତ୍ର ନ ଥିଲେ। ତେଣୁ ଯେକୌଣସି ଜିନିଷକୁ ସେମାନେ ଛୁଉଁଥିଲେ ଏବଂ ଯେକୌଣସି ଜିନିଷକୁ ସେମାନେ ଯଜ୍ଞବେଦି ଉପରକୁ ଆଣୁଥିଲେ ସେଗୁଡ଼ିକ ସବୁ ଅଶୁଦ୍ଧ ହେଉଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତେବେ ହାଗୟ ଉତ୍ତର କରି କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତେବେ ହାଗୟ ଉତ୍ତର କରି କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ।

Viz kapitola kopírovat

ହାଗୟ 2:14

Následuj nás:

Reklamy

Reklamy