ହାଗୟ 2:18 - ପବିତ୍ର ବାଇବଲ18 “ସଦାପ୍ରଭୁ କହିଲେ, ‘ଆଜି ନବମ ମାସର ଚତୁର୍ବିଂଶ ଦିବସ। ତୁମ୍ଭେମାନେ ସଦାପ୍ରଭୁଙ୍କ ମନ୍ଦିରରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟ ଶେଷ କରିଛ। ତେଣୁ ଏହା ପରେ କ’ଣ ସବୁ ଘଟୁଛି ଆଗକୁ ଲକ୍ଷ୍ୟ କର। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର। Viz kapitolaଓଡିଆ ବାଇବେଲ18 ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର। Viz kapitola |