Online Bible

- Reklamy -




ହାଗୟ 2:22 - ପବିତ୍ର ବାଇବଲ

22 ଆମ୍ଭେ ବହୁ ରାଜ୍ୟ ଓ ରାଜାଙ୍କୁ ଓଲଟାଇ ଦେବା, ଆମ୍ଭେ ରାଜ୍ୟର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସେମାନଙ୍କର ରଥ ଓ ଆରୋହୀଙ୍କୁ ଧ୍ୱଂସ କରିବା। ଆମ୍ଭେ ସେମାନଙ୍କର ଯୁଦ୍ଧ ଅଶ୍ୱ ଓ ଆରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସେମାନେ ପରସ୍ପର ବିରୁଦ୍ଧରେ ଯିବେ ଏବଂ ପରସ୍ପର ଖଣ୍ଡାରେ ହଣାହଣି ହୋଇ ମରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ଵ ଓ ଅଶ୍ଵାରୋହୀମାନେ ଆପଣା ଭ୍ରାତାର ଖଡ଼୍‍ଗ ଦ୍ଵାରା ପତିତ ହେବେ।

Viz kapitola kopírovat

ଓଡିଆ ବାଇବେଲ

22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।

Viz kapitola kopírovat




ହାଗୟ 2:22

Následuj nás:

Reklamy


Reklamy