ହାଗୟ 2:3 - ପବିତ୍ର ବାଇବଲ3 ‘ତୁମ୍ଭମାନଙ୍କ ମଧ୍ୟରୁ କିଏ ଏହି ମନ୍ଦିରର ପୂର୍ବ ମହିମା ଦେଖିଲା? ଧ୍ୱଂସ ହୋଇ ଯାଇଥିବା ସୁନ୍ଦର ଗୃହ ସହିତ ତୁମ୍ଭେମାନେ ଏହାକୁ ତୁଳନା କରିଛ। ଯଦି ଏହି ଗୃହକୁ ପ୍ରଥମ ଗୃହ ସହିତ ତୁଳନା କର ତେବେ ତୁମ୍ଭର ଦୃଷ୍ଟିରେ ଏହା କିଛି ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏହି ଗୃହକୁ ତାହାର ପୂର୍ବ ଐଶ୍ଵର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କିପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ? Viz kapitolaଓଡିଆ ବାଇବେଲ3 ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି ? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ‘ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ? Viz kapitola |