ଏବ୍ରୀ 1:12 - ପବିତ୍ର ବାଇବଲ12 ତୁମ୍ଭେ ଗ୍ଭଦର ଭଳି ସେହିସବୁ ଗୁଡ଼ାଇବ ଓ ସେମାନେ ବସ୍ତ୍ର ଭଳି ପରିବର୍ତ୍ତିତ ହେବେ। କିନ୍ତୁ ତୁମ୍ଭେ କଦାପି ବଦଳିବ ନାହିଁ, ଓ ତୁମ୍ଭ ଜୀବନର ଶେଷ ହେବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 “ପୁଣି ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି ତୁମ୍ଭର ବର୍ଷସମୂହ ଶେଷ ହେବ ନାହିଁ।” Viz kapitolaଓଡିଆ ବାଇବେଲ12 "ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହି ସବୁ ଗୁଡ଼ାଇବ, ଆଉ ସେହି ସବୁ ପରିବର୍ତ୍ତିତ ହେବ । କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ ।'' Viz kapitolaପବିତ୍ର ବାଇବଲ (CL) NT (BSI)12 ପୋଷାକ ସଜାଡ଼ିଲା ଭଳି ତୁମେ ସେ ସବୁ ସଜାଡ଼ି ରଖିବ ଏବଂ ବସ୍ତ୍ର ବଦଳାଇବା ପରି ପରିବର୍ତ୍ତନ କରିବ। କିନ୍ତୁ ସ୍ୱୟଂ ତୁମେ ଅପରିବର୍ତ୍ତନୀୟ ଓ ଅନନ୍ତ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।” Viz kapitola |