Online Bible

- Reklamy -




ଏବ୍ରୀ 10:12 - ପବିତ୍ର ବାଇବଲ

12 ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରିଥିଲେ, ଓ ସେହି ବଳିଦାନ ସବୁଦିନ ପାଇଁ ପର୍ଯ୍ୟାପ୍ତ ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଚିରକାଳ ପାଇଁ ଉପବେଶନ କଲେ;

Viz kapitola kopírovat

ଓଡିଆ ବାଇବେଲ

12 ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 କିନ୍ତୁ ଖୀଷ୍ଟ ପାପର ପ୍ରାୟଶ୍ଚିତ ସ୍ୱରୂପେ ଚିରକାଳ ପାଇଁ ଗୋଟିଏ ମାତ୍ର ବଳି ଉତ୍ସର୍ଗ କରିଛନ୍ତି। ତା’ପରେ ସେ ଯାଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ;

Viz kapitola kopírovat




ଏବ୍ରୀ 10:12

Následuj nás:

Reklamy


Reklamy