Online Bible

- Reklamy -




ଏବ୍ରୀ 10:13 - ପବିତ୍ର ବାଇବଲ

13 ତା'ପରେ ଖ୍ରୀଷ୍ଟ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ। ସେଠାରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷାରେ ଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

13 ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ଈଶ୍ୱର ତାଙ୍କର ଶତ୍ରୁମାନଙ୍କୁ ପଦାନତ ନ କରିବା ପର୍ଯ୍ୟନ୍ତି ସେଦ ସେହିଠାରେ ଅପେକ୍ଷା କରୁଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି।

Viz kapitola kopírovat




ଏବ୍ରୀ 10:13

Následuj nás:

Reklamy


Reklamy