Online Bible

- Reklamy -




ଏବ୍ରୀ 10:17 - ପବିତ୍ର ବାଇବଲ

17 ଏହା ମଧ୍ୟ କୁହନ୍ତି: “ମୁଁ ସେମାନଙ୍କର ପାପ ଓ କରୁଥିବା ମନ୍ଦକାମଗୁଡ଼ିକୁ କ୍ଷମା କରିଦେବି, ମୁଁ ସେଗୁଡ଼ିକୁ ପୁଣି କେବେ ହେଲେ ମନେ ପକାଇବି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

17 ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଆଉ ମଧ୍ୟ ସେ କହନ୍ତି, “ମୁଁ ଆଉ ସେମାନଙ୍କର ପାପ ଓ କୁକର୍ମ ସ୍ମରଣ କରିବି ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହା କହିଲା ଉତ୍ତାରେ ସେ କହନ୍ତି, “ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”

Viz kapitola kopírovat




ଏବ୍ରୀ 10:17

Následuj nás:

Reklamy


Reklamy