ଏବ୍ରୀ 10:2 - ପବିତ୍ର ବାଇବଲ2 ଯଦି ବ୍ୟବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥା’ନ୍ତା ତା'ହେଲେ ସେହି ବଳିଗୁଡ଼ିକ ବନ୍ଦ ହୋଇ ଯାଇ ସାରିଥା’ନ୍ତା। ସେହି ଲୋକମାନେ ମଧ୍ୟ ପାପରୁ ଶୁଦ୍ଧ ହୋଇଯାଇ ସାରିଥା’ନ୍ତେ। ସେମାନେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥା’ନ୍ତେ। କିନ୍ତୁ ବ୍ୟବସ୍ଥା କଦାପି ତାହା କରି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯଦି ପାରିଥାଆନ୍ତା, ତେବେ ଉପାସକମାନେ ଥରେ ଶୁଚିକୃତ ହୋଇ ବିବେକରେ ଆଉ ପାପର ବୋଧ ନ ପାଇବାରୁ ସେହିସବୁ ବଳିର ଉତ୍ସର୍ଗ କଅଣ ନିବୃତ୍ତ ହୋଇ ନ ଥାଆନ୍ତା? Viz kapitolaଓଡିଆ ବାଇବେଲ2 ସେହି ସବୁ ବଳିର ଉତ୍ସର୍ଗ କ'ଣ ନିବୃତ୍ତ ହୋଇ ନ ଥାଆନ୍ତା ଯଦି ଉପାସକମାନେ ଥରେ ଶୁଚିକୃତ ହୋଇ ବିବେକରେ ଆଉ ପାପର ବୋଧ ପାଇ ନ ଥାଆନ୍ତେ ? Viz kapitolaପବିତ୍ର ବାଇବଲ (CL) NT (BSI)2 ଏହିପରି ଭାବରେ ଈଶ୍ୱରଙ୍କ ଉପାସକମାନେ ଯଦି ପ୍ରକୃତରେ ପାପରୁ ପରିଷ୍କୃତ ହୋଇପାରୁଥାନ୍ତେ, ତେବେ ସେମାନେ ଆଉ ନିଜକୁ ପାପୀ ମନେ କରରନ୍ତେ ନାହିଁ ଏବଂ ସମସ୍ତ ବଳିଦାନର ଅବସାନ ଘଟନ୍ତା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହିସବୁ ବଳିର ଉତ୍ସର୍ଗ କଅଣ ନିବୃତ୍ତ ହୋଇ ନ ଥାଆନ୍ତା ଯଦି ଉପାସକମାନେ ଥରେ ଶୁଚିକୃତ ହୋଇ ବିବେକରେ ଆଉ ପାପର ବୋଧ ପାଇ ନ ଥାଆନ୍ତେ? Viz kapitola |