ଏବ୍ରୀ 10:27 - ପବିତ୍ର ବାଇବଲ27 ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା'ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)27 ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ତତା ଅବଶିଷ୍ଟ ଥାଏ। Viz kapitolaଓଡିଆ ବାଇବେଲ27 ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ । Viz kapitolaପବିତ୍ର ବାଇବଲ (CL) NT (BSI)27 ତାହାହେଲେ, ଆମେ ଆଗାମୀ ମହାବିଚାରର ସମ୍ମୁଖୀନ ହୋଇ ଈଶ୍ୱର-ଦ୍ରୋହୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ପ୍ରଚଣ୍ଡ ଅଗ୍ନିରେ ଧ୍ୱଂସ ପାଇଯିବା ପରିଣାମକୁ ଭୟଭୀତ ହୋଇ ପ୍ରତିକ୍ଷା କରିବା ଛଡ଼ା ଆମ୍ଭମାନଙ୍କର ଅନ୍ୟ ଦଶା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ। Viz kapitola |