Online Bible

- Reklamy -




ଏବ୍ରୀ 10:29 - ପବିତ୍ର ବାଇବଲ

29 ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ତେବେ ଭାବି ଦେଖ, ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ଵାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ତର ଯୋଗ୍ୟ ନ ହେବ !

Viz kapitola kopírovat

ଓଡିଆ ବାଇବେଲ

29 ତେବେ ଭାବି ଦେଖ, ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ !

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ତାହାହେଲେ, ଯିଏ ଈଶ୍ୱରଙ୍କ ପୁତ୍ରଙ୍କୁ ହେୟ ଜ୍ଞାନ କରେ, ଈଶ୍ୱରଙ୍କ ନୂତନ ନିୟମର ରକ୍ତ ଦ୍ୱାରା ପାପ ମୋଚନ ସୁଯୋଗ ପାଇଥିବା ସତ୍ତେ୍ୱତାକୁ ତୁଚ୍ଛ ମନେ କରେ ଏବଂ ନଅୁଗ୍ରହଦାତା ପବିତ୍ରଆତ୍ମାଙ୍କୁ ଅପମମାନ କରେ, ତାହାର ଦଶା କ’ଣ ନ ହେବ? ଭାବି ଦେଖ, ସେ କେତେ ଅଧିକ ଦଣ୍ଡନୀୟ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!

Viz kapitola kopírovat




ଏବ୍ରୀ 10:29

Následuj nás:

Reklamy


Reklamy