Online Bible

- Reklamy -




ଏବ୍ରୀ 10:32 - ପବିତ୍ର ବାଇବଲ

32 ପ୍ରଥମଥର ସତ୍ୟ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନେକ ପ୍ରକାରର ଯାତନା ସହିତ ତୁମ୍ଭେମାନ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭେମାନେ ଦୃଢ଼ ରହିଥିଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେ-ବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;

Viz kapitola kopírovat

ଓଡିଆ ବାଇବେଲ

32 କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 ତୁମ ଅତୀତ କଥା ସ୍ମରଣ କର। ଈଶ୍ୱରଙ୍କ ଆଲୋକ ତୁମ୍ଭମାନଙ୍କୁ ଉଦ୍ଭାସିତ କରିବା ପରେ ତୁମ୍ଭେମାନେ ନାନାଦି ଦୁଃଖ କ୍ଳେଶ ଭୋଗ କଲ, କିନ୍ତୁ ପରାଜିତ ହୋଇ ନ ଥିଲ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;

Viz kapitola kopírovat




ଏବ୍ରୀ 10:32

Následuj nás:

Reklamy


Reklamy