ଏବ୍ରୀ 10:35 - ପବିତ୍ର ବାଇବଲ35 ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭେମାନେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭେମାନେ ପ୍ରଚୁର ମାତ୍ରାରେ ପୁରସ୍କାର ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି। Viz kapitolaଓଡିଆ ବାଇବେଲ35 ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)35 ତେଣୁ ସାହସ ହରାଅ ନାହିଁ, କାଣ ସତ୍ସାହସର ମହାପୁରସ୍କାର ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି। Viz kapitola |