Online Bible

- Reklamy -




ଏବ୍ରୀ 10:38 - ପବିତ୍ର ବାଇବଲ

38 ଯେଉଁ ଲୋକ ମୋ’ ସହିତ ଧାର୍ମିକ, ତା'ର ବିଶ୍ୱାସ ହେତୁ ସେ ଜୀବିତ ରହିବ। କିନ୍ତୁ ଯଦି ସେ ଲୋକ ଭୟରେ ମୁହଁ ମୋଡ଼େ, ମୁଁ ତା’ ଉପରେ ପ୍ରସନ୍ନ ହେବି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ଵାସ ଦ୍ଵାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।

Viz kapitola kopírovat

ଓଡିଆ ବାଇବେଲ

38 ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ମୋର ଧାର୍ମିକ ଲୋକମାନେ ବିଶ୍ୱାସରେ ଅଟଳ ରହି ବଞ୍ଚିବେ, କିନ୍ତୁ କେହି ଯଦି ପଛଘୁଞ୍ଚା ଦିଏ, ତା’ ପ୍ରତି ମୁଁ ପ୍ରସନ୍ନ ହୋଇପାରିବି ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”

Viz kapitola kopírovat




ଏବ୍ରୀ 10:38

Následuj nás:

Reklamy


Reklamy